ଆଗାମୀ ୨୪ ଘଣ୍ଟା ପାଇଁ ଉତର ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ

Spread the love

ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତର ଓଡ଼ିଶାର ଜିଲ୍ଲା ଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ଚେତାବନୀ (ୱାର୍ଣ୍ଣିଂ) ଜାରି କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *