ରାଜନୀତି

ନବୀନଙ୍କ ମନ୍ତ୍ର

ଭୁବନେଶ୍ୱର: ପଦଯାତ୍ରା ପ୍ରସ୍ତୁତି ବୈଠକରେ ନିର୍ବାଚିତ ପ୍ରତିନିଧିଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କଙ୍କ ମନ୍ତ୍ର। ଜନସମ୍ପର୍କ ପଦଯାତ୍ରାରେ ସଫଳ କରିବାକୁ ଆପଣ ଯେଉଁ ଯୋଜନା କରିଚନ୍ତି ସ୍ଵାଗତ କରୁଛି। ବିଜେଡ଼ି ଏକ ଆଞ୍ଚଳିକ ଦଳ। ଏକ ଆଞ୍ଚଳିକ ଦଳ  ଭାବେ ଓଡ଼ିଶାର ସ୍ଵାର୍ଥ ଓ ସ୍ୱାଭିମାନ କୁ ସବୁବେଳେ ଗୁରୁତ୍ଵ ଦେଇଛୁ ଓ ଦେଇ ଚଳିବୁ। ଆମ ଦଳ ସବୁବେଳେ ଲୋକଙ୍କ ସୁଖ ଦୁଃଖର ସାଥୀ ରହି ଆସିଛି ଦଳ।  ସମସ୍ତେ ଏକାଠି କାମ କରିବା ଉଚିତ ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

Related Articles

Leave a Reply

Your email address will not be published.

Back to top button