ଛାତ୍ର ସଂସଦ ନିର୍ବାଚନ ହୋଇପାରେ : ସୂରଜ୍ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା ଆରମ୍ଭ

Spread the love

ରାଜ୍ୟରେ ଏଥର ଛାତ୍ର ସଂସଦ ନିର୍ବାଚନ ହୋଇ ପାରେ। ଛାତ୍ର ସଂସଦ ନିର୍ବାଚନ ପାଇଁ ବାଟ ଫିଟୁଥିବା କୁହାଯାଉଛି। ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଛାତ୍ର ସଙ୍ଗଠନର ଦାବି ମହତ୍ତ୍ଵପୂର୍ଣ୍ଣ କହିବା ସହ ଛାତ୍ରଛାତ୍ରୀଙ୍କ ହିତ୍ ଉଦ୍ଦେଶ୍ୟରେ ସରକାର ନିଷ୍ପତ୍ତି ନେବେ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀ କହିଛନ୍ତି ।

Leave a Reply

Your email address will not be published. Required fields are marked *