ବିଜେଡି ସରକାରର ‘ଉପଦେଷ୍ଟା’ମାନଙ୍କୁ ହଟାଇଲେ ବିଜେପି ସରକାର

Spread the love

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆଜି ବିଜେଡି ସରକାରର ଉପଦେଷ୍ଟାମାନଙ୍କୁ ଦାୟିତ୍ୱ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟରେ ବିଜେଡି ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ପାଇଥିବା ପ୍ରାୟ ୧୫୦ରୁ ଅଧିକ ନେତାଙ୍କୁ ଆଜି ସେମାନଙ୍କ ଦାୟିତ୍ୱରୁ ହଟାଇ ଦିଆଯାଇଛି । ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆଜି ବିଜେଡି ସରକାରର ଉପଦେଷ୍ଟାମାନଙ୍କୁ ଦାୟିତ୍ୱ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ଉପଦେଷ୍ଟାମାନଙ୍କ ଯୋଗୁ ସରକାରଙ୍କ କାର୍ଯ୍ୟକ୍ରମ ଓ କାର୍ଯ୍ୟଦକ୍ଷତା ବୃଦ୍ଧିରେ କୌଣସି ଉନ୍ନତି ପରିଲକ୍ଷିତ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏଭଳି ନିଷ୍ପତ୍ତି ନେଇଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି

Leave a Reply

Your email address will not be published. Required fields are marked *