ଭାରତ ଯୋଡରେ ପ୍ରିୟଙ୍କା

Spread the love

ନୂଆଜିଲ୍ଲୀ: ମିଶନ ୨୦୨୪ ପାଇଁ କଂଗ୍ରେସ ଚଳାଇଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇଛନ୍ତି ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଭାରତ ଯୋଡୋ ଯାତ୍ରାରେ ସୋନିଆ ସାମିଲ ହେବା ପରେ ଦଳୀୟ ନେତା ଓ କର୍ମୀଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ପଦଯାତ୍ରାରେ ସୋନିଆ ସାମିଲ ହେବା କର୍ମୀଙ୍କ ମନୋବଳକୁ ବଢାଇଥିବା ବେଳେ ଆଜି ରାହୁଲଙ୍କ ସହ ଭାରତ ଯୋଡ ଯାତ୍ରାରେ ସାମିଲ ହେବେ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ। ପ୍ରିୟଙ୍କା ମହୀଶୂରରେ ପହଞ୍ଚି ସାରିଥିବା ବେଳେ ଆଜି ଭାରତ ଯୋଡ ଯାତ୍ରାରେ ସାମିଲ ହେବ।

Leave a Reply

Your email address will not be published. Required fields are marked *