ବିଷାକ୍ତ ମଦ ମୃତ୍ୟୁ ମାମଲାରେ ଆବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ଆବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା। ମଦ ମୃତ୍ୟୁ ମାମଲାରେ ଆରଡିସି ତଦନ୍ତ କରାଯିବ। ୨ମାସ ଭିତରେ ଆସିବ ତଦନ୍ତ ରିପୋର୍ଟ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଚୋରା ମଦ ଭାଟି ଉପରେ ଚଢ଼ାଉ ଜାରି ରହିଛି। ରାଜ୍ୟବ୍ୟାପୀ ବର୍ତ୍ତମାନସୁଦ୍ଧା ୧୧୭ଜଣ ଙ୍କୁ ଗିରଫ କରାଯାଇଛି। ଚୋରା ମଦ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ଆବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *