କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ

Spread the love

ଓଡିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ । ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଦଳ ଛାଡିଥିବା କାରଣ ଦର୍ଶାଇ କଂଗ୍ରେସ ଅଧ୍ୟକ୍ଷଙ୍କୁ ଚିଠି ଲେଖି ପଦ ଛାଡିଲେ ଭକ୍ତ ଦାସ। ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରିଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ।

Leave a Reply

Your email address will not be published. Required fields are marked *