ପୋଲିସ ଛାଉଣୀରେ ରାଜଧାନୀ

Spread the love

ଆଜି ଅପରାହ୍ନରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।  ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଶପଥ ପାଠ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ସବୁଠି ପୋଲିସ ଛାଉଣୀ କରାଯାଇଛି । ବିଶେଷ କରି ଟ୍ରାଫିକ୍ ବ୍ୟବସ୍ଥାକୁ କଡାକଡି କରାଯାଇଛି । ବିଭିନ୍ନ ନାଁକୁ ନେଇ ଚର୍ଚ୍ଚା ଓ ଆକଳନ ପରେ ମୋହନ ମାଝୀଙ୍କ ଉପରେ ବିଜେପି ବିଧାୟକମାନେ ଓ କେନ୍ଦ୍ରୀୟ ନେତୃତ୍ୱ ଭରସା କରିଛନ୍ତି । ସେ ଆଜି ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ।

Leave a Reply

Your email address will not be published. Required fields are marked *