ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୂତନ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାକ୍ଷାତ କରିଛନ୍ତି । ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟ ଠାରେ ସୌଜନ୍ୟ ମୂଳକ ଭାବେ ସାକ୍ଷାତ କରିଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now