ସୁଭଦ୍ରା ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ଘୋଷଣା

ମାର୍ଚ୍ଚ ୭ ସୁଭଦ୍ରା ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ଏହାକୁ ନେଇ ଆଜି ତଥା ମଙ୍ଗଳବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଉପମୁଖ୍ୟମନ୍ତ୍ରୀ ଙ୍କ ସୂଚନା ଅନୁଯାୟୀ ମାର୍ଚ୍ଚ ୮ ମହିଳା ିବସରେ ୨ୟ କିସ୍ତି ସୁଭଦ୍ର ଟଙ୍କା ମିଳିବ । ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ । ତେବେ ଏଯାଏଁ ୮୦ ଲକ୍ଷ ୪୬ ହଜାର ହିତାଧିକାରୀ ସୁଭ୍ରା ଟଙ୍କା ମିଳି ସାରିଲାଣି । ୧ କୋଟି ୪୬ ଲକ୍ଷ ଏଯାବତ ପଞ୍ଜିକରଣ କରିସାରିଲେଣି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *