ମଧୁସୂଦନ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର

ମଧୁସୂଦନ ପାଢୀ ହେଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢୀ । ଆଦିତ୍ୟ ପାଢୀଙ୍କ ଅବସର ପରେ ଖାଲି ପଡିଥିଲା ପଦ । ରାଜ୍ୟପାଳ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ବିଜ୍ଞପ୍ତି ପ୍ରକାଶ ପାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *