ମୋହନ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଲୋକସେବା ଭବନଠାରେ ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀନାୟବ ସିଂହ ସଇନି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରୁଛନ୍ତି । ହରିୟାଣା ବିଦ୍ୟାଳୟ ଶିକ୍ଷା ମନ୍ତ୍ରୀ ଶ୍ରୀମହିପଲ ଧଣ୍ଡା ଉପସ୍ଥିତ ଅଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *