ବିଜେଡି ଛାଡ଼ିଲେ ସାଂସଦ ମମତା ମହନ୍ତ

ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା । ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା । ୨୦୨୦ ମସିହାରେ ରାଜ୍ୟସଭାକୁ ବିଜେଡି ଟିକଟ ରେ ନିର୍ବାଚିତ ହୋଇଥିଲେ ମମତା ମହନ୍ତ । ୨୦୨୬ ମସିହା ଏପ୍ରିଲ ମାସରେ ସରିଥାନ୍ତା ମମତାଙ୍କ କାର୍ଯ୍ୟାଳୟ । ତେବେ କାର୍ଯ୍ୟକାଳ ସରିବା ପୂର୍ବରୁ କାହିଁକି ଇସ୍ତଫା ଦେଲେ ତାହା ଏବେ ପ୍ରଶ୍ନ ସୃଷ୍ଟି କରୁଛି । କୁଡୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ଅଟନ୍ତି ମମତା ମହାନ୍ତି ।ଇସ୍ତଫା ପରେ କଣ ରହିବ ତାଙ୍କ ପଦକ୍ଷେପ ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *