ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନ ବନ୍ଦରରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ ଶ୍ରୀ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହା ପରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ନୀଳାଦ୍ରି ବିହାର ଠାରେ ଆଦିମ  ଅୱାର୍ ଜାରପା (ଆଦିବାସୀ ଦେବ ସ୍ଥଳି) ରେ ପାରମ୍ପରିକ ପୂଜାର୍ଚ୍ଚନା କରୁଛନ୍ତି । ନିକଟରେ  ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ,ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *