ରାଜ୍ୟସଭା ଉପନିର୍ବାଚନ ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି । ନାମାଙ୍କନ ର ଶେଷ ତାରିଖ ଡିସେମ୍ବର ୧୦ ,୧୧ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ୧୩ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର , ୨୦ ରେ ହେବ ଭୋଟ୍ ଗ୍ରହଣ । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡିଥିବା ପଦବରେ ହେବ ନିର୍ବାଚନ । ରାଜ୍ୟସଭାରୁ ସାଂସଦ ସୁଜିତ କୁମାରଙ୍କ ଇସ୍ତଫା ପରେ ଉପନିର୍ବାଚନ ହେବ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now