ସାନଖେମୁଣ୍ଡି ବ୍ଲକ ସଭାପତି ବିଜେଡିରୁ ବହିଷ୍କୃତ

Spread the love

ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହୋଇଛନ୍ତି ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *