ପଦ୍ମ ଧରିଲେ ସୁଜିତ କୁମାର

ପଦ୍ମ ଧରିଲେ ସୁଜିତ କୁମାର। ବିଜେଡ଼ି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରିଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ପ୍ରଭାରୀ ବିଜୟ ପାଲସିଂ ତୋମାର ମଧ୍ୟ ଉପସ୍ଥିତ ଥିଲେ । କିଛି ସମୟ ପୂର୍ବରୁ ବିଜେଡିରୁ ବହିଷ୍କୃତ ହୋଇଥିଲେ ସୁଜିତ କୁମାର । ବିଜେପିରେ ମିଶିବା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି ସୁଜିତ। ଦୁର୍ନୀତି ନେଇ ନେତା ନଶୁଣିବାରୁ ଦଳ ଛାଡ଼ିଥିବା ସେ କହିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *