ଓଡିଶାରେ ୧୨ ତାରିଖରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ

Spread the love

ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖକୁ ନେଇ ନୂଆ ସୂଚନା ଆସିଛି । ୧୦ରେ ନୁହେଁ ୧୨ତାରିଖରେ ହେବ ଶପଥ ଗ୍ରହଣ କାର୍ଯ୍ୟକ୍ରମ। ୧୨ ତାରିଖରେ ଶପଥ ନେବେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲି ଯାଉଥିବାରୁ ଘୁଞ୍ଚିଲା କାର୍ଯ୍ୟକ୍ରମ। ଇଟାଲିରୁ ପ୍ରଧାନମନ୍ତ୍ରୀ ଫେରିବା ପରେ ଶପଥ ଗ୍ରହଣ ଉତ୍ସବ ହେବ ।ବରିଷ୍ଠ ବିଜେପି ନେତା ପ୍ରତାପ ଷଡଙ୍ଗୀଙ୍କ ସମେତ, ଅପରାଜିତା ଷଡଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବଙ୍କ ନାଁକୁ ନେଇ ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ହେଉଥିବାବେଳେ ଏଥିରେ ଭଟ୍ଟା ପଡିଛି ।

Leave a Reply

Your email address will not be published. Required fields are marked *