ବକେୟା ବିଦ୍ୟୁତ ଶୁକ୍ଳ ଆଦାୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓ ବିଚାରାଧୀନ ଦେୟ ଏବଂ ମାମଲା ଗୁଡିକର ସମାଧାନ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ଦେଲେ ପରାମର୍ଶ । ଆଜି ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଶିଳ୍ପ ସଂସ୍ଥା ମାନଙ୍କ ଉପରେ ରହିଥିବା ବକେୟା ବିଦ୍ୟୁତ ଶୁକ୍ଳ ଆଦାୟ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now