ବରିଷ୍ଠ IPS ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ

ବରିଷ୍ଠ IPS ଅଫିସର ଅରୁଣ ଷଡ଼ଙ୍ଗୀ ହେଲେ OPSC ଚେୟାରମ୍ୟାନ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଅରୁଣଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦେଇଛନ୍ତି ସରକାର । ଏବେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ । ଏହା ପୂର୍ବରୁ ପୁଲିସ ମହାନିର୍ଦ୍ଦେଶକ ଦାୟିତ୍ବରେ ଥିଲେ ଅରୁଣ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *