ବ୍ରହ୍ମପୁର ଚିକିଟି ମଦ ମୃତ୍ୟୁ ଘଟଣା ପରେ ୨ ଅଧିକାରୀଙ୍କୁ ବଦଳି କରାଯାଇଛି । ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସ୍ଆଇଙ୍କ ବଦଳି କରାଯାଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତିଙ୍କ କୋରାପୁଟକୁ ବଦଳି ହୋଇଥିବା ବେଳେ ଏସ୍ଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ସେପଟେ ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ୱିତ ହୋଇଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now