ଆସନ୍ତା କାଲି ମ୍ୟାଜିଷ୍ଟ୍ରେରିଆଲ କୋର୍ଟ ବନ୍ଦ ଘୋଷଣା

୨୦ ତାରିଖରେ ଜନତା ମଇଦାନ , ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ଅଂଶଗ୍ରହଣ ନିମନ୍ତେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥୁବାରୁ, ଅତ୍ୟଧୂକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଉପୁଜିବାର ଆଶଙ୍କାକୁ ଦୃଷ୍ଟିରେ ରଖ୍ ରାଜ୍ୟ ସରକାର ଭକ୍ତ ଦିବସର ଦ୍ବିତୀଆର୍ଦ୍ଧକୁ ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟ।ଳୟ ତଥା ରାଜସ୍ଵ ଏବଂ ମ୍ୟାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)କୁ ଆଗ୍ରହର ସହିତ ଛୁଟି ଘୋଷଣା କରିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *