ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ । ସ୍ବର୍ଗତ ଦେ ଙ୍କ ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ ହୋଇଛି । ପୂର୍ବତନ ମନ୍ତ୍ରୀ ସମୀର ଦେ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ସ୍ବର୍ଗତ ଦେ ଜେ ଲୋକପ୍ରିୟ ଜନ ନେତା ଓ ଦୃଢ ସଂଗଠନ ଥିଲେ । ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବେ ସେ ରାଜ୍ୟର ବିକାଶ ରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ବ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ରୱ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *