୧୭ରେ ଓଡ଼ିଶା ବନ୍ଦ

ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା। ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ରହିବ ଗାଡ଼ି ମୋଟର ଚଳାଚଳ। ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ ଘୋଷଣା କରିଛି କଂଗ୍ରେସ। ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ସମସ୍ତଙ୍କୁ ଅପିଲ୍ କରିଛନ୍ତି ୭ଟି ରାଜନୈତିକ ଦଳ। ଏନେଇ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *