ଖୋର୍ଧା

ଇଲେଭେନ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ

ଖୋର୍ଦ୍ଧା : ପଞ୍ଚାୟତ କାର୍ଯ୍ୟାଳୟରେ ଆଜବେଷ୍ଟ ସେଡ ନିର୍ମାଣା କାର୍ଯ୍ୟ ଚାଲୁଥିବା ବେଳେ ଇଲେଭେନ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକର ଗୁରୁତର ହୋଇଥିଲେ । ତାଙ୍କୁ ଚିକିତ୍ସା ପାଇଁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ଜଣଙ୍କ ହେଲେ ସୋରଣ ଗ୍ରାମର ରସାନନ୍ଦ ମୁଦୁଲି । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସୋରଣ ଗ୍ରାମରେ ।

Related Articles

Leave a Reply

Your email address will not be published.

Back to top button