ବିଶ୍ୱ ତୀରନ୍ଦାଜ ଚାମ୍ପିୟନସିପରେ ଭାରତ ପାଇଁ ସର୍ବପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା କମ୍ପାଉଣ୍ଡ ମହିଳା ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

Spread the love

ବର୍ଲିନରେ ଅନୁଷ୍ଠିତ ବିଶ୍ୱ ତୀରନ୍ଦାଜ ଚାମ୍ପିୟନସିପରେ ଭାରତ ପାଇଁ ସର୍ବପ୍ରଥମ ସ୍ୱର୍ଣ୍ଣପଦକ ଜିତିଥିବା ଭାରତୀୟ ମହିଳା କମ୍ପାଉଣ୍ଡ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ୱିଟ୍ ରେ ପ୍ରଧାନମନ୍ତ୍ରୀ କହିଛନ୍ତି:

‘ବର୍ଲିନରେ ଆୟୋଜିତ ବିଶ୍ୱ ତୀରନ୍ଦାଜ ଚାମ୍ପିୟନସିପରେ ଅଦ୍ଭୁତ ମହିଳା ଟିମ୍ ଭାରତର ସର୍ବପ୍ରଥମ ସ୍ୱର୍ଣ୍ଣପଦକ ଆଣିବା ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ । ଆମ ଚାମ୍ପିୟନମାନଙ୍କୁ ଅଭିନନ୍ଦନ! ସେମାନଙ୍କ କଠିନ ପରିଶ୍ରମ ଏବଂ ନିଷ୍ଠା ଏହି ଉଲ୍ଲେଖନୀୟ ସଫଳତା ଆଣିଦେଇଛି ।’

Leave a Reply

Your email address will not be published. Required fields are marked *