ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଭାବେ ଶପଥନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା

ଆଜି ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା। ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଂଜୀବ ଖାନ୍ନା। ଦିନ ୧୦ଟାରେ ରାଷ୍ଟ୍ରପତି ଭବନରେ…