ବନ୍ୟାବିପନ୍ନଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି ଲଘୁଚାପ ବର୍ଷା

ତିର୍ତ୍ତୋଲରେ ବନ୍ୟା ବିତ୍ପାତ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ବନ୍ୟା ବିତ୍ପାତ ସାଙ୍ଗକୁ ଲଘୁଚାପ ଜନିତ ଲଗାଣ ବର୍ଷା ବନ୍ୟା ବିପନ୍ନଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି।…