ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା କାରଣରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି। ଗତକାଲି…