ବିବାହ ବନ୍ଧନରେ ବାନ୍ଧି ହେଲେ ଅନନ୍ତ ଅମ୍ୱାନୀ-ରାଧିକା ମର୍ଚ୍ଚାଣ୍ଟ

ଦେଶର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ୱାନୀଙ୍କ ସାନପୁଅ ଅନନ୍ତ ଅମ୍ୱାନୀ ଏବଂ ବ୍ୟବସାୟୀ ବିରେନ୍ ମର୍ଚ୍ଚାଣ୍ଟଙ୍କ ଝିଅ ରାଧିକା ମର୍ଚ୍ଚାଣ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…