ଆର ଉଦୟଗିରିରେ ଅହିଂସା ରଥ

ଉଦୟଗିରି: ୧୫ ଅଗଷ୍ଟରୁ ସାରା ରାଜ୍ୟରେ ପରିକ୍ରମା କରୁଛି ଅହିଂସା ରଥ। ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିକୁ ସ୍ମରଣ କରିବା ଉଦ୍ଦେଶ୍ୟରେ…