ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାର ଦିଶାନାୟକେ

ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବେ ଅନୁରା କୁମାର ଦିଶାନାୟକେ । ଶନିବାର ଦିନ ନିର୍ବାଚନ ହୋଇଥିବା ବେଳେ ଆଜି ଗଣତି ହୋଇଥିଲା । ଜାତୀୟ ପିପୁଲ୍ସ ପାୱାର…