ଧନୁଯାତ୍ରା କଳାକାର ଚୟନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବରଗଡ: ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ପାଇଁ କଳାକାର ଚୟନ ହେବ। ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଚରିତ୍ର ପାଇଁ କଳାକାର ଚୟନ ହେବାକୁ…