ଆସନ୍ତା ୨୧ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ଆତିଶୀ ମର୍ଲେନା

ଆସନ୍ତା ୨୧ରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ଆତିଶୀ ମର୍ଲେନା ଶପଥ ଗ୍ରହଣ କରିପାରନ୍ତି । ଏଥିପାଇଁ ଦିଲ୍ଲୀ ଉପରାଜ୍ୟପାଳ ବିନୟ ସାକ୍ସେନା ରାଷ୍ଟ୍ରପତି ଏବଂ ଗୃହ ମନ୍ତ୍ରଣାଳୟକୁ…