ପ୍ରତି ୨ ଘଣ୍ଟାରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

 ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ…

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ  । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ…

ପୁଣି ଯାଞ୍ଚ ହେବ EVM , ଦୀପାଳି ଦାସଙ୍କ ଆବେଦନ ଗ୍ରହଣ କଲେ ନିର୍ବାଚନ କମିଶନ୍ ।

ଦୀପାଳି ଦାସଙ୍କ ଆବେଦନ ଗ୍ରହଣ କଲେ ନିର୍ବାଚନ କମିଶନ୍ । ପୁଣିଥରେ ଯାଞ୍ଚ ହେବ ଇଭିଏମ୍ । ୧୩ଟି ବୁଥ୍ରେ ଇଭିଏମ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ…

ବିଶ୍ବ ପାଳୁଛି ଯୋଗ ଦିବସ ,ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ ।

ସୁସ୍ଥ ଜୀବନ ପାଇଁ ଦରକାର ଯୋଗ। କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି…

ଡ୍ରେନରେ ବୁଡି ମୃତ୍ୟୁ ଘଟଣା: ସହକାରୀ ଯନ୍ତ୍ରୀଙ୍କୁ ନିଲମ୍ବିତ

ଭୁବନେଶ୍ୱର  : ରାଜଧାନୀରେ ନାଳରେ ଭାସିଯାଇ ଗୋଟିଏ ଛୋଟ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ…

ରାଜ୍ୟରେ ଖୋଲିବ ଚାଉଳ ଏଟିଏମ୍‌

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୋଲିବ ଏହି ଚାଉଳ ATM । ହିତାଧିକାରୀଙ୍କୁ କାର୍ଡ ଦିଆଯିବ,…

ଭର୍ତ୍ତୃହରି ମହତାବ ହେଲେ ଲୋକସଭାର କାମଚଳା ବାଚସ୍ପତି

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ । କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି । ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ…

ସମୁଦ୍ରରେ ବୁଡି ଯୁବକ ନିଖୋଜ,ଖୋଜୁଛି କୋଷ୍ଟଗାର୍ଡ ହେଲିକପ୍ଟର

ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଯୁବ ନିଖୋଜ ଘଟଣା । ନିଖୋଜ ଯୁବକଙ୍କୁ ଖୋଜିବା ନିମନ୍ତେ ଆର୍ଯ୍ୟପଲ୍ଲୀରେ ପହଞ୍ଚିଛି କୋଷ୍ଟ ଗାର୍ଡର ସ୍ବତନ୍ତ୍ର ହେଲିକେପ୍ଟର । ସ୍ୱତନ୍ତ୍ର…