ବୈତରଣୀ ମୁହଁରେ ବୁଡ଼ିଲା ଡଙ୍ଗା ।୧୦ ମତ୍ସ୍ୟଜୀବୀ ଉଦ୍ଧାର

 ବୈତରଣୀ ମୁହାଣରେ ବୁଡ଼ିଗଲା ମତ୍ସ୍ୟଜୀବୀଙ୍କ ଡଙ୍ଗା  । ସେଥିରେ ଥିବା ସମସ୍ତ ୧୦ ମତ୍ସ୍ୟଜୀବୀ ସୁରକ୍ଷିତ ଥିବା ଜଣାଯାଇଛି  ଦୀଘା ଅଞ୍ଚଳର ୧୦ ମତ୍ସ୍ୟଜୀବୀ କିଛି ଦିନ…