ଦ୍ୱିତୀୟ ରାଜ୍ୟସଭା ପ୍ରାର୍ଥୀ ଭାବେ ଜଗନ୍ନାଥ ପ୍ରଧାନଙ୍କ ନାମାଙ୍କନ ଦାଖଲ

ରାଜ୍ୟସଭା ଆସନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ । ଜଗନ୍ନାଥ ପ୍ରଧାନ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି…