ଚଇତି ଯାତ୍ରା ପାଇଁ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ବ୍ରହ୍ମପୁର:  ଆଜି ଠାରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳବାର ଯାତ୍ରା ବା ଚଇତି ଯାତ୍ରା। ଚଳିତ ବର୍ଷ…