ଦିଲ୍ଲୀ ପ୍ରଦୂଷଣ: ନିର୍ମାଣ କାର୍ଯ୍ୟ ବନ୍ଦ କଲା ସରକାର

ନୂଆଦିଲ୍ଲୀ: ଦିଲ୍ଲୀର ବାୟୁ ପ୍ରଦୂଷଣକୁ ନେଇ ଦିଲ୍ଲା ସରକାର କଠୋର ହୋଇଛନ୍ତି। ବୁଧବାର ଦିନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘୋଷଣା କରିଛନ୍ତି। ଦିଲ୍ଲୀରେ ପ୍ରଦୂଷଣକୁ ଦେଖି  ରାଜଧାନୀରେ…