ପୁରୀ ସମୁଦ୍ର କୂଳରେ ଲାଗିଲା ଅଜଣା କଣ୍ଟେନର

ପୁରୀ ସମୁଦ୍ର କୂଳରେ ଲାଗିଲା ଭାସୁଥିବା ଅଜଣା କଣ୍ଟେନର। କଣ୍ଟେନରକୁ ଦେଖିବାକୁ ପୁରୀ ପେଣ୍ଠକଟା ନିକଟ ବେଳାଭୂମିରେ ଲୋକଙ୍କ ଭିଡ଼ ଲାଗିଥିବା ବେଳେ ଘଟଣାସ୍ଥଳରେ ପୁଲିସ ମୁତୟନ…