୫୦ କେଜି ସୁନା ଓ ୨ କ୍ୱିଣ୍ଟାଲ ରୂପା ଜବତ କଲା ସିଟିଜିଏସଟି

ବ୍ୟାଙ୍କରେ ଟଙ୍କା ଲୋଡ୍ କରୁଥିବା ଗାଡିରେ ସୁନା ଚୋରାଚାଲାଣ ହେଉଥିବାବେଳେ ଧରିଲା ସିଟିଜିଏସଟି ବିଭାଗ । ଭୁବନେଶ୍ବର ଏୟାରପୋର୍ଟରୁ ଦୁଇଟି ଗାଡି ଆସୁଥିବା ନେଇ ସୂଚନା ମିଳିଥିଲା।…