ବାତ୍ୟା ଦାନାକୁ ନେଇ ପୁରୀରେ ହାଇଆର୍ଲଟ

ବାତ୍ୟା ଦାନାକୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି l ମୁଖ୍ୟ ପ୍ରଶାସକ ସମସ୍ତ ବ୍ୟବସ୍ଥାର ଟିକିନିଖି ଭାବେ ତଦାରଖ…

ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା

ଆସିଲା ଭୀଷଣ ବାତ୍ୟା ଦାନାର ବଡ ଅପଡେଟ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା…

ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ ଦାନା

ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛି। ଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତି। ବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି।

ବାତ୍ୟାର ନା କାହିଁକି “ଦାନା” ଆସନ୍ତୁ ଜାଣିବା

ଉତ୍ତର କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ, ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।…

୨୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର/ପାରାଦ୍ବୀପ: ୨୨ତାରିଖରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା…