ଭଡାଘରୁ ସପ୍ଟୱେୟାର ଇଞ୍ଜିନିୟରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ ।  ଭଡା ଘରୁ ମିଳିଲା ମହିଳା ସପ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାକୁ ନେଇ…