ପେଶାୱର ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୯୦କୁ ବୃଦ୍ଧି

ଇସଲାମାବାଦ: ପାକିସ୍ତାନରେ ସୋମବାର ମସଜିଦରେ ହୋଇଥିବା ଆତ୍ମଘାତୀ ବିସ୍ଫୋରଣରେ ମୃତକଙ୍କ ସଂଖ୍ୟା ମଙ୍ଗଳବାର ୯୦କୁ ବୃଦ୍ଧି ପାଇଛି। ପୁଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରମଣ…