ସ୍ୱର୍ଗତ ଦେବେନ୍ଦ୍ର ଶର୍ମାଙ୍କୁ ବିଧାନସଭାରେ ଶ୍ରଦ୍ଧାଞ୍ଜଳି

ଆଳିର ପୂର୍ବତନ ବିଧାୟକ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ଶର୍ମାଙ୍କ ପାର୍ଥିବ ଶରୀର ବିଧାନସଭାରେ ପହଞ୍ଚିବା ପରେ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କର ଶେଷଦର୍ଶନ ସହ ଶ୍ରଦ୍ଧାଞ୍ଜଳି…