ବାଦଲଫଟା ବର୍ଷାରେ ଉବୁଟୁବୁ ଦିଲ୍ଲୀ, ଡ୍ରେନରେ ପଡ଼ି ୨ଜଣ ମୃତ

ବାଦଲଫଟା ବର୍ଷାରେଉବୁଟୁବୁ ଦିଲ୍ଲୀ। ଭୀଷଣ ବର୍ଷା ଯୋଗୁଁ ଦିଲ୍ଲୀର ତଳିଆ ଅଂଚଳରେ ପାଣି ଜମିଛି। ରାଜରାସ୍ତାରେ ପାଣିରେ ବୁଡ଼ିଯିବାରୁ ଟ୍ରାଫିକ ସମସ୍ୟା ଦେଖା ଦେଇଛି । ବିଶେଷ…

ବୁଡ଼ିଗଲା କୋଚିଂ ସେଣ୍ଟର : ୩ ଛାତ୍ର ମୃତ, ଅନେକ ନିଖୋଜ

ରାଜଧାନୀ ଦିଲ୍ଲୀ ଓଲ୍ଡ ରାଜେନ୍ଦ୍ର ନଗର ସ୍ଥିତ ରାଓ ଆଇଏସ କୋଚିଂ ସେଣ୍ଟରରେ ବଡ଼ ଅଘଟଣ। ବେସମେଣ୍ଟରେ ସ୍ବେରେଜ ପାଣି ପଶିଯିବାରୁ ୩ ଛାତ୍ର ମୃତ ଘଟିଛି।…

ମମତା ବାନାର୍ଜୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି…

ନୀତି ଆୟୋଗ ବୈଠକ : ଅସନ୍ତୋଷ ଝାଡିଲେ ମମତା ବାନାର୍ଜୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ଗଭର୍ଣ୍ଣି କାଉନସିଲ ବୈଠକ ବସିଛି। ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ…

କେଜ୍ରିଓ୍ଵାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କେଲ ସୁପ୍ରିମକୋର୍ଟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଅନ୍ତରୀଣ ଜାମିନ  ପ୍ରଦାନ କେଲ  ସୁପ୍ରିମକୋର୍ଟ। ଏଥିସହତ…

ଜୁଲାଇ ୧୨ରେ ବିଭବଙ୍କ ଜାମିନ ରାୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କ ଜାମିନ ସଂକ୍ରାନ୍ତରେ ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ। ସ୍ୱାତୀ ମାଲିଓ୍ୱାଲଙ୍କୁ ଆକ୍ରମଣ ଓ…

ଜୁଲାଇ ୧୫ ଯାଏ ବଢ଼ିଲା ସିସୋଦିଆଙ୍କ ହାଜତ ମିଆଦ

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ହାଜତ ମିଆଦ ଜୁଲାଇ ୧୫ ଯାଏ ବଢ଼ିଲା। ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟରେ ହାଜର ହୋଇଥିଲେ ସିସୋଦିଆ। ଅବକାରୀ…

ଫେରିଲେ ଭାରତୀୟ କ୍ରିକେଟ ଟିମ୍, ଦିଲ୍ଲୀ ବିମାନ ବନ୍ଦରରେ ଜୋରଦାର ସ୍ୱାଗତ

ଟି-୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଟିମ୍ ଦେଶକୁ ଫେରିଛନ୍ତି। ସକାଳ ୬ ଟାରେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ କରିଥିଲା ଟିମ୍ ଇଣ୍ଡିଆ ।…

ଦିଲ୍ଲୀ ଗସ୍ତରେ ଯାଇପାରନ୍ତି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଗସ୍ତରେ ଯାଇପାରନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ଦିଲ୍ଲୀ ଯାଇପାରନ୍ତି ।…

ଦିଲ୍ଲୀ ନରେଲାରେ ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୩ ଜଣଙ୍କ ମୃତ୍ୟୁ

() ଦିଲ୍ଲୀ ନରେଲାରେ ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ। ନିଆଁ ଲାଗି ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଫ୍ୟାକ୍ଟ୍ରିରେ ୯ ଜଣ…