ଧରଣୀଧର ସ୍ୱୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

କେନ୍ଦୁଝର: କେନ୍ଦୁଝର ଧରଣୀଧର ସ୍ୱୟଂଶାସିତ କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେଲେ ସରକାର। ଆଉ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଦଳମତ ନିର୍ବିଶେଷରେ ସମସ୍ତେ ଧନ୍ୟବାଦ ଦେବା ସହ ବିଳମ୍ୱରେ…