୧୮ ଜିଲ୍ଲାକୁ ମିଳିଲା ବିଜେଡି ସଭାପତି

ବିଜେଡି ସାଙ୍ଗଠନିକ ନିର୍ବାଚନରେ ୧୮ ଜିଲ୍ଲାର ସଭାପତି ଚୟନ ସରିଛି । ସୂଚନା ମୁତାବକ, ପୁରୀ ଜିଲ୍ଲା ବିଜେଡି ସଭାପତି ଭାବେ ଉମା ସାମନ୍ତରାୟ ନିର୍ବାଚିତ ହେଇଛନ୍ତି।…