ବିରୋଧୀଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ ମୁର୍ମୁ

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ଶୁକ୍ରବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଏନସିପି…