ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଂଜନ ପିଲ୍ଲା  ଭିଜିଲାନ୍ସ ଜାଲରେ। ଚିତ୍ତରଂଜନଙ୍କ ୯ଟି ସ୍ଥାନରେ…